ମାଥିଉ 13:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସେ ଉତ୍ତର ଦେଲେ, “ଉତ୍ତମ ବିହନ ଯେ ବୁଣନ୍ତି ସେ ମନୁଷ୍ୟପୁତ୍ର; Viz kapitolaପବିତ୍ର ବାଇବଲ (Re-edited) - (BSI)37 ଯୀଶୁ ଉତ୍ତର ଦେଲେ, ଉତ୍ତମ ବିହନ ଯେ ବୁଣନ୍ତି, ସେ ମନୁଷ୍ୟପୁତ୍ର; Viz kapitolaଓଡିଆ ବାଇବେଲ37 ସେ ଉତ୍ତର ଦେଲେ, ଉତ୍ତମ ବିହନ ଯେ ବୁଣନ୍ତି ସେ ମନୁଷ୍ୟପୁତ୍ର; Viz kapitolaପବିତ୍ର ବାଇବଲ (CL) NT (BSI)37 ଯୀଶୁ ଉତ୍ତର ଦେଲେ, “ଯେଉଁ ଲୋକ ଭଲ ବିହନ ବୁଣିଲା, ସେ ମନୁଷ୍ୟପୁତ୍ର। Viz kapitolaପବିତ୍ର ବାଇବଲ37 ଯୀଶୁ କହିଲେ, “ଯେଉଁ ଲୋକ ଜଣକ କ୍ଷେତରେ ଭଲ ବୀଜ ବୁଣିଲେ, ସେ ହେଉଛନ୍ତି ମନୁଷ୍ୟପୁତ୍ର Viz kapitola |