Online Bible

- Reklamy -




ମାଥିଉ 13:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି କଟାଳିସବୁ ଦୂତମାନେ।

Viz kapitola kopírovat

ଓଡିଆ ବାଇବେଲ

39 ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

39 ଯେଉଁ ଶତ୍ରୁ ବାଳୁଙ୍ଗା ବୁଣିଲା, ସେ ଶୟତାନ। ଅମଳ ସମୟ ହେଉଛି ଯୁଗାନ୍ତ କାଳ। ଶସ୍ୟକଟାଳୀମାନେ ହେଉଛନ୍ତ ସ୍ୱର୍ଗଦୂତ।

Viz kapitola kopírovat

ପବିତ୍ର ବାଇବଲ

39 ଯେଉଁ ଶତ୍ରୁ ଜଣକ ବାଳୁଙ୍ଗା ବୁଣି ଦେଇଥିଲା, ସେ ହେଉଛି ଶୟତାନ। ଫସଲ କାଟିବା ସମୟ ହେଉଛି ଜଗତର ଅନ୍ତିମ ସମୟ ଏବଂ ‌‌କଟାଳୀ ହେଉଛନ୍ତି ସ୍ୱର୍ଗଦୂତମାନେ।

Viz kapitola kopírovat




ମାଥିଉ 13:39

Následuj nás:

Reklamy


Reklamy