ମାଥିଉ 13:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ସେଥିରେ ସେ ସେମାନଙ୍କୁ କହିଲେ, “ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।” Viz kapitolaପବିତ୍ର ବାଇବଲ (Re-edited) - (BSI)52 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ତାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ଵର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ। Viz kapitolaଓଡିଆ ବାଇବେଲ52 ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ । Viz kapitolaପବିତ୍ର ବାଇବଲ (CL) NT (BSI)52 ଯୀଶୁ ସେମାନଙ୍କୁ କହିଲେ, “ଯେପରି ଜଣେ ଗୃହସ୍ଥ ତା’ର ଭଣ୍ଡାର ଘରୁ ଆବଶ୍ୟକ ଅନୁସରେ ନୂତନ ଓ ପୁରାତନ ଦ୍ରବ୍ୟ ବାହାର କରେ, ସ୍ୱର୍ଗରାଜ୍ୟ ପାଇଁ ତାଲିମ ପାଇଥିବା ଜଣେ ଧର୍ମଗୁରୁ ଠିକ୍ ସେହିପରେ କରେ।” Viz kapitolaପବିତ୍ର ବାଇବଲ52 ତା'ପରେ ଯୀଶୁ କହିଲେ, “ସ୍ୱର୍ଗରାଜ୍ୟ ବିଷୟରେ ଜାଣିଥିବା ପ୍ରତ୍ୟେକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି, ଯେ କି ଭଣ୍ଡାରରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।” Viz kapitola |