ମାଥିଉ 13:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା? Viz kapitolaପବିତ୍ର ବାଇବଲ (Re-edited) - (BSI)54 ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟନ୍ଵିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା? Viz kapitolaଓଡିଆ ବାଇବେଲ54 ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା ? Viz kapitolaପବିତ୍ର ବାଇବଲ (CL) NT (BSI)54 ସେଠାକାର ସମାଜ ଗୃହରେ ତାଙ୍କର ଶିକ୍ଷା ଶୁଣଇ ଲୋକମାନେ ଆଶ୍ଚର୍ଯ୍ୟ ହୋଇ କହିଲେ, “ଏତେ ଜ୍ଞାନ ସେ କୁଆଡ଼ୁ ପାଇଲେ? ଏସବୁ ଅଲୌକିକ କାର୍ଯ୍ୟ କରିବାକୁ ତାଙ୍କୁ କିଏ ଶକ୍ତି ଦେଲା? Viz kapitolaପବିତ୍ର ବାଇବଲ54 ସେ ଯେଉଁଠି ପ୍ରତିପାଳିତ ହୋଇଥିଲେ ସେଠାକୁ ଗଲେ। ସେଠାରେ ଯିହୂଦୀ ସମାଜଗୃହରେ ଉପଦେଶ ଦେବା ଆରମ୍ଭ କରିଦେଲେ, ଯାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ ଏବଂ କହିଲେ, “ଆଶ୍ଚର୍ଯ୍ୟକାର୍ଯ୍ୟ କରିବା ପାଇଁ ଏ ଲୋକ କେଉଁଠାରୁ ଜ୍ଞାନ ଓ ଶକ୍ତି ପାଇଲା? Viz kapitola |