ମାଥିଉ 14:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ। ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍ଗମନ କଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)13 ଯୀଶୁ ତାହା ଶୁଣି ସେଠାରୁ ଅନ୍ତର ହୋଇ ନୌକାରେ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ପ୍ରସ୍ଥାନ କଲେ। ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ପାଦ-ଗତିରେ ତାହାଙ୍କର ପଶ୍ଚାଦ୍ଗମନ କଲେ; Viz kapitolaଓଡିଆ ବାଇବେଲ13 ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ । ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍ଗମନ କଲେ; Viz kapitolaପବିତ୍ର ବାଇବଲ (CL) NT (BSI)13 ଯୋହନଙ୍କ ଖବର ଶଉଣଇବା ମାତ୍ରେ ଯୀଶୁ ନୌକା ଚଢ଼ି ଗୋଟିଏ ନିର୍ଜନ ସ୍ଥାନକୁ ଗଲେ। ଯୀଶୁ ସେଠାକୁ ଯାଉଥିବାର ଜାଣଇପାରି ନିକଟବର୍ତ୍ତୀ ସହରମାନଙ୍କରୁ ଅନେକ ଲୋକ କୂଳେ କୂଳେ ଚାଲି ଯୀଶୁଙ୍କୁ ଅନୁସରଣ କଲେ। Viz kapitolaପବିତ୍ର ବାଇବଲ13 ଯୀଶୁ ଯୋହନଙ୍କ ବିଷୟରେ ଘଟିଥିବା ସବୁକଥା ଶୁଣିସାରିବା ପରେ ସେ ସ୍ଥାନ ଛାଡ଼ି ଦେଲେ ଓ ଏକୁଟିଆ ଡଙ୍ଗାରେ ବସି ଗୋଟିଏ ନିଛାଟିଆ ଜାଗାକୁ ଗ୍ଭଲିଗଲେ। ଯୀଶୁ ଗ୍ଭଲିଯାଇଥିବା ଖବର ଶୁଣି ଲୋକମାନେ ନିଜ ନଗରମାନ ଛାଡ଼ି ଯୀଶୁଙ୍କୁ ଅନୁସରଣ କଲେ। ଯୀଶୁ ଯେଉଁଠାକୁ ଯାଉଥିଲେ, ସେମାନେ ସ୍ଥଳପଥରେ ଗ୍ଭଲି ଗ୍ଭଲି ସେଠାରେ ଯାଇ ପହଞ୍ଚିଲେ। Viz kapitola |