ମାଥିଉ 14:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ଆରୋଗ୍ୟ କଲେ। Viz kapitolaଓଡିଆ ବାଇବେଲ14 ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)14 ଯୀଶୁ ଯେତେବେଳେ ନୌକାରୁ ଓହ୍ଲାଇ ଏହି ବିରାଟ ଜନତାକୁ ଦେଖିଲେ, ତାଙ୍କ ହୃଦୟ ଦୟାରେ ବିଗଳିତ ହେଲା। ଅନେକ ରୋଗୀଙ୍କୁ ସେ ସେଠାରେ ସୁସ୍ଥ କଲେ। Viz kapitolaପବିତ୍ର ବାଇବଲ14 ଡଙ୍ଗାରୁ ବାହାରି ଆସିବା ବେଳକୁ ଯୀଶୁ ଦେଖିଲେ, ସେଠାରେ ବହୁତ ଲୋକ ଜମା ହୋଇଛନ୍ତି। ଲୋକଙ୍କ ଉପରେ ତାହାଙ୍କର ଦୟା ହେଲା। ସେ ଅସୁସ୍ଥ ଲୋକମାନଙ୍କୁ ସୁସ୍ଥ କରିଲେ। Viz kapitola |