ମାଥିଉ 14:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପର ପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପର ପାରିକି ଯିବା ପାଇଁ ବଳାଇଲେ, ପୁଣି ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ। Viz kapitolaଓଡିଆ ବାଇବେଲ22 ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପରପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)22 ଏହା ପରେ ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ହ୍ରଦର ଆର ପାରିକୁ କହିଲେ। Viz kapitolaପବିତ୍ର ବାଇବଲ22 ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ଡଙ୍ଗାରେ ଚଢ଼ି ହ୍ରଦର ଅପର ପାର୍ଶ୍ୱକୁ ଯିବାକୁ କହିଲେ। ଯୀଶୁ ନିଜେ ସେଠାକୁ ପରେ ଯିବେ ବୋଲି କହିଲେ। Viz kapitola |