ମାଥିଉ 14:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ। Viz kapitolaଓଡିଆ ବାଇବେଲ26 ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ । Viz kapitolaପବିତ୍ର ବାଇବଲ (CL) NT (BSI)26 ସେମାନେ ତାଙ୍କୁ ଦେଖି ଭୟବିହ୍ୱଳ ହେଲେ। “ଭୂତ! ଭୂତ!” କହି ଭୟରେ ଚିତ୍କାର କଲେ। Viz kapitolaପବିତ୍ର ବାଇବଲ26 ଶିଷ୍ୟମାନେ ତାହାଙ୍କୁ ହ୍ରଦ ଉପରେ ଗ୍ଭଲିକରି ଆସୁ ଥିବାର ଦେଖି ଭୟଭୀତ ହେଲେ। ସେମାନେ କୁହାକୁହି ହେଲେ, “ଏତ ଗୋଟିଏ ଭୂତ।” ସେମାନେ ଭୟରେ ଚିତ୍କାର କଲେ। Viz kapitola |