ମାଥିଉ 14:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ “ସାହସ ଧର ଏ ତ ମୁଁ, ଭୟ କର ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ, ସାହସ ଧର, ଏ ତ ମୁଁ, ଭୟ କର ନାହିଁ। Viz kapitolaଓଡିଆ ବାଇବେଲ27 କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ ସାହସ ଧର ଏ ତ ମୁଁ, ଭୟ କର ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)27 ସଙ୍ଗେ ସଙ୍ଗେ ଯୀଶୁ ସେମାନଙ୍କୁ ଅଭୟଦେଇ କହିଲେ, “ମୁଁ ପରା! ଭୟ କର ନାହିଁ।” Viz kapitolaପବିତ୍ର ବାଇବଲ27 ସଙ୍ଗେ ସଙ୍ଗେ ଯୀଶୁ ସେମାନଙ୍କୁ କହିଲେ, “ସାହସ ଧର! ମୁଁ ପରା ଆସିଛି! ଭୟ କର ନାହିଁ।” Viz kapitola |