Online Bible

- Reklamy -




ମାଥିଉ 14:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ନିକଟକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

28 ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ଏହା ଶଉଣଇ ପିତର କହିଲେ, “ପ୍ରଭୁ, ଯଦି ସତରେ ଆପଣ ହୋଇଥାଆନ୍ତି, ପାଣଇ ଉପରେ ଚାଲି ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଦେଶ ଦିଅନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ

28 ପିତର କହିଲେ, “ପ୍ରଭୁ, ଏହା ଯଦି ତୁମ୍ଭେ, ତେବେ ମୋତେ ପାଣି ଉପରେ ଗ୍ଭଲି ତୁମ୍ଭ ନିକଟକୁ ଯିବାକୁ ଆଦେଶ ଦିଅ।”

Viz kapitola kopírovat




ମାଥିଉ 14:28

Následuj nás:

Reklamy


Reklamy