Online Bible

- Reklamy -




ମାଥିଉ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଯେଣୁ ହେରୋଦ ଆପଣା ଭ୍ରାତା ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।

Viz kapitola kopírovat

ଓଡିଆ ବାଇବେଲ

3 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

3 ଏଥି ପୂର୍ବରୁ ହେରୋଦ ଯୋହନଙ୍କୁ ଗିରଫ କରିବାକୁ ଆଦେଶ ଦେଇଥିଲେ ଓ ତାଙ୍କୁ ଶିକୁଳିରେ ବାନ୍ଧି ବନ୍ଦୀଶାଳାରେ ନିକ୍ଷେପ କରିଥିଲେ। ତାଙ୍କ ଭାଇ ଫିଲିପ୍‌ଙ୍କ ସ୍ତ୍ରୀ ହେରୋଦିଆଙ୍କ ଯୋଗୁଁ ସେ ଏହା କରିଥଲେ।

Viz kapitola kopírovat

ପବିତ୍ର ବାଇବଲ

3 ଏହି ସମୟ ପୂର୍ବରୁ ହେରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳିରେ ବାନ୍ଧି କାରାଗାରରେ ନିକ୍ଷେପ କରିଥିଲେ। ସେ ହେରୋଦିଆଙ୍କ ଅନୁରୋଧକ୍ରମେ ଏ କଥା କରିଥିଲେ। ହେରୋଦିଆ ହେରୋଦଙ୍କ ଭାଇ ଫିଲି‌ପ୍‌ପଙ୍କ ସ୍ତ୍ରୀ ଥିଲେ।

Viz kapitola kopírovat




ମାଥିଉ 14:3

Následuj nás:

Reklamy


Reklamy