ମାଥିଉ 14:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ଯୋହନ ତାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ। Viz kapitolaଓଡିଆ ବାଇବେଲ4 କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ନିୟମସଙ୍ଗତ ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)4 ଜଳଦୀକ୍ଷାଦାତା ଯୋହନ ତାଙ୍କୁ କହିଥିଲେ, “ହେରୋଦଆକୁ ବିବାହ କରିବା ତୁମର ଠିକ୍ ହୋଇନାହିଁ।” Viz kapitolaପବିତ୍ର ବାଇବଲ4 ହେରୋଦ ଯୋହନଙ୍କୁ ବନ୍ଦୀ କରିବାର କାରଣ ହେଲା, ଯୋହନ ବାରମ୍ବାର ହେରୋଦଙ୍କୁ କହୁଥିଲେ, “ତୁମ୍ଭେ ହେରୋଦିଆଙ୍କୁ ନିଜ ସ୍ତ୍ରୀ ଭାବରେ ରଖିବା ଠିକ୍ କାମ ନୁହେଁ।” Viz kapitola |