ମାଥିଉ 15:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ। Viz kapitolaଓଡିଆ ବାଇବେଲ11 ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ । Viz kapitolaପବିତ୍ର ବାଇବଲ (CL) NT (BSI)11 ମନୁଷ୍ୟର ମୁଖ ଦେଇ ଯାହା ତା’ ଭିତରକୁ ଯାଏ, ତାହା ତାକୁ ଅପବିତ୍ର କରେ ନାହିଁ; ବରଂ ଯାହା ତା’ ଭିତରୁ ବାହାରକୁ ଆସେ, ତାହା ତାକୁ ଅପବିତ୍ର କରେ।” Viz kapitolaପବିତ୍ର ବାଇବଲ11 ମଣିଷ ମୁହଁ ଭିତରକୁ ଯାଇଥିବା ବିଷୟ ଯୋଗୁଁ ଅପବିତ୍ର ହୋଇଯାଏ ନାହିଁ ବରଂ ତା'ର ମୁଖରୁ ବାହାରୁଥିବା ବିଷୟ ଯୋଗୁଁ ସେ ଅପବିତ୍ର ହୋଇଥାଏ।” Viz kapitola |