ମାଥିଉ 15:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 କିନ୍ତୁ ମୁଖରୁ ଯାହାସବୁ ନିର୍ଗତ ହୁଏ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ। Viz kapitolaଓଡିଆ ବାଇବେଲ18 କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ । Viz kapitolaପବିତ୍ର ବାଇବଲ (CL) NT (BSI)18 କିନ୍ତୁ ଯେଉଁସବୁ ବିଷୟ ତା’ ମୁହଁ ବାଟେ ବାହାରକୁ ଆସେ, ତାହା ତା’ର ହୃଦୟରୁ ଜାତ ହୋଇଥାଏ ଏବଂ ତଦ୍ୱାରା ସେ ଅପବିତ୍ର ହୁଏ; Viz kapitolaପବିତ୍ର ବାଇବଲ18 କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟିରେ କହେ, ତାହା ପ୍ରକୃତରେ ତା'ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ। Viz kapitola |