ମାଥିଉ 15:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି? କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଲଙ୍ଘନ କରନ୍ତି? କାରଣ ଭୋଜନ କରିବା ସମୟରେ ସେମାନେ ହସ୍ତ ପ୍ରକ୍ଷାଳନ କରନ୍ତି ନାହିଁ। Viz kapitolaଓଡିଆ ବାଇବେଲ2 ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି ? କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)2 “ଆମ ପିତୃପୁରୁଷ ଯେଉଁସବୁ ଶିକ୍ଷା ଦେଇ ଯାଇଛନ୍ତି, ଆପଣଙ୍କ ଶିଷ୍ୟମାନେ କାହିଁକି ସେସବୁ ଲଘଂନ କରୁଛନ୍ତି? ଖାଇବା ପୂର୍ବରୁ ସେମାନେ ବିଧିମତେ ହାତ ଧୋଉ ନାହାନ୍ତି।” Viz kapitolaପବିତ୍ର ବାଇବଲ2 “ତୁମ୍ଭ ଶିଷ୍ୟମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡ଼ିକୁ କାହିଁକି ମାନୁ ନାହାନ୍ତି? ତୁମ୍ଭ ଶିଷ୍ୟମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାନ୍ତି।” Viz kapitola |