ମାଥିଉ 15:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 କିନ୍ତୁ ସେ ଉତ୍ତର ଦେଲେ, ମୁଁ ଇସ୍ରାଏଲ-ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ। Viz kapitolaଓଡିଆ ବାଇବେଲ24 କିନ୍ତୁ ଯୀଶୁ ଉତ୍ତର ଦେଲେ, ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)24 ଯୀଶୁ ଉତ୍ତର ଦେଲେ, “ହଜିଲା ମେଣ୍ଢାପରି ପଥଭ୍ରଷ୍ଟ ଇଶ୍ରାୟେଲ ଲୋକଙ୍କ ଗୋଡ଼ ତଳେ ପଡ଼ି କହିଲା, “ପ୍ରଭୁ , ମୋତେ ଦୟା କରନ୍ତୁ।” Viz kapitolaପବିତ୍ର ବାଇବଲ24 ଯୀଶୁ କହିଲେ, “ପରମେଶ୍ୱର ମୋତେ କେବଳ ଇସ୍ରାଏଲର ହଜିଯାଇଥିବା ଲୋକ (ଯିହୂଦୀ) ମାନଙ୍କ ପାଇଁ ପଠାଇଛନ୍ତି।” Viz kapitola |