ମାଥିଉ 15:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି ସେ ସେମାନଙ୍କୁ ସୁସ୍ଥ କଲେ। Viz kapitolaଓଡିଆ ବାଇବେଲ30 ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)30 ବହୁ ସଂଖ୍ୟାରେ ଲୋକମାନେ ଆସି ତାଙ୍କ ନିକଟରେ ଜମା ହେଲେ। ସେମାନେ ପଙ୍ଗୁ, ଅନ୍ଧ, ବିକଳାଙ୍ଗ ଓ ଅନେକ ପୀଡ଼ିତ ଲୋକମାନଙ୍କୁ ଆଣି ଯୀଶୁଙ୍କ ପାଦ ତଳେ ରଖିଲେ ଏବଂ ଯୀଶଉ ସେ ସମସ୍ତଙ୍କୁ ସୁସ୍ଥ କଲେ। Viz kapitolaପବିତ୍ର ବାଇବଲ30 ଅନେକ ସଂଖ୍ୟାରେ ଲୋକମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଅନେକ ଅନ୍ଧ, ମୂକ, ବଧିର, ଛୋଟା, ଅପଙ୍ଗ ଓ ଅନ୍ୟ ରୋଗୀମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ। Viz kapitola |