Online Bible

- Reklamy -




ମାଥିଉ 15:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି? ସେମାନେ କହିଲେ, ସାତୋଟି, ପୁଣି ଅଳ୍ପ କେତୋଟି ସାନ ମାଛ।

Viz kapitola kopírovat

ଓଡିଆ ବାଇବେଲ

34 ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି ? ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

34 ଯୀଶୁ ପଚାରିଲେ, “ତୁମ ପାଖରେ କେତୋଟି ରୋଟୀ ଅଛି?” ସେମାନେ ଉତ୍ତର ଦେଲେ, “ସାତୋଟି ରୋଟୀ ଓ କିଛି ଛୋଟ ମାଛ।”

Viz kapitola kopírovat

ପବିତ୍ର ବାଇବଲ

34 ଯୀଶୁ ପଗ୍ଭରିଲେ, ‘‘ତୁମ୍ଭ ପାଖରେ କେତେଖଣ୍ଡ ରୋଟୀ ଅଛି?” ସେମାନେ କହିଲେ, “ସାତଖଣ୍ଡ ରୋଟୀ ଓ କିଛି ଛୋଟ ମାଛ ଅଛି।”

Viz kapitola kopírovat




ମାଥିଉ 15:34

Následuj nás:

Reklamy


Reklamy