ମାଥିଉ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ‘ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ।’ ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେ ଆପଣା ପିତାମାତାଙ୍କୁ ନିଶ୍ଚୟ ସମାଦର କରିବ ନାହିଁ। ଏହିରୂପେ ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ଵରଙ୍କ ବାକ୍ୟ ବ୍ୟର୍ଥ କରିଅଛ। Viz kapitolaଓଡିଆ ବାଇବେଲ6 ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ । ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ୱରଙ୍କ ବାକ୍ୟ ବ୍ୟର୍ଥ କରିଅଛ । Viz kapitolaପବିତ୍ର ବାଇବଲ (CL) NT (BSI)6 ସେ ଆଉ ତା' ପିତାମାତାଙ୍କ ଦାୟିତ୍ୱ ନେବା ଅନାବଶ୍ୟକ। ତୁମେ ଏହିପରି ଭାବରେ ଈଶ୍ୱରଙ୍କର ଆଜ୍ଞା ଅବଜ୍ଞା କରି ନିଜ ଶିକ୍ଷଶ ଅନୁସାରେ ଚାଲୁଛି। Viz kapitolaପବିତ୍ର ବାଇବଲ6 ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା’ ପିତାମାତାଙ୍କୁ ସମ୍ମାନ ନ ଦେବା ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡ଼ିକୁ ସମ୍ମାନ ଦେଇଛ ଓ ପରମେଶ୍ୱରଙ୍କ ଆଦେଶକୁ ଅବମାନନା କରୁଛ। Viz kapitola |