Online Bible

- Reklamy -




ମାଥିଉ 16:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଯୀଶୁ ଯେ ରୋଟୀର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ।

Viz kapitola kopírovat

ଓଡିଆ ବାଇବେଲ

12 ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

12 ସେତେବେଳେ ଶିଷ୍ୟମାନେ ବୁଝି ପାରିଲେ ଯେ ଯୀଶୁ ରୋଟୀର ଖମୀର କଥା କହି ନ ଥଲେ, କିନ୍ତୁ ଫାରୁଶୀ ଓ ଦାଦ୍ଦୁକୀମାନଙ୍କର ଶିକ୍ଷା ପ୍ରତି ସର୍ତକ କରି ଦେଇଥଲେ।

Viz kapitola kopírovat

ପବିତ୍ର ବାଇବଲ

12 ତା'ପରେ ସେମାନେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀରେ ବ୍ୟବହାର କରାଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟରେ ଯୀଶୁ କହୁ ନ ଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସେମାନଙ୍କୁ କହୁଥିଲେ।

Viz kapitola kopírovat




ମାଥିଉ 16:12

Následuj nás:

Reklamy


Reklamy