ମାଥିଉ 16:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ, ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି ଏହି ପଥର ଉପରେ ମୁଁ ଆପଣା ମଣ୍ତଳୀ ତୋଳିବି, ଆଉ ନରକର ବଳ ତାହାକୁ ପରାଜୟ କରିବ ନାହିଁ। Viz kapitolaଓଡିଆ ବାଇବେଲ18 ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)18 “ସେଥିରେ ମୁଁ ତୁମକୁ କହୁଛି, ତୁମେ ପିତର ଅର୍ଥାତ୍ ପଥର। ଏହି ପଥର ମୂଳଦୁଆ ଉପରେ ମୁଁ ମୋର ଉପାସକ ମୁଣ୍ଡଳୀ ପ୍ରତିଷ୍ଠା କରିବି। ଏପରି କି ମୃତ୍ୟପରି କୌଣସି ଧ୍ୱଂସକାରୀ ଶକ୍ତି ତାକୁ ବିନଷ୍ଟ କରି ପାରିବ ନାହିଁ। Viz kapitolaପବିତ୍ର ବାଇବଲ18 ମୁଁ ମଧ୍ୟ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର ଏବଂ ମୁଁ ଏହି ପଥର ଉପରେ ମୋର ମଣ୍ଡଳୀ ତୋଳିବି। ମୃତ୍ୟୁଶକ୍ତି ମୋର ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହୋଇପାରିବ ନାହିଁ। Viz kapitola |