ମାଥିଉ 16:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ। Viz kapitolaଓଡିଆ ବାଇବେଲ27 ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ । Viz kapitolaପବିତ୍ର ବାଇବଲ (CL) NT (BSI)27 ମନିଷ୍ୟ ପୁତ୍ର ପିତା ଈଶ୍ୱରଙ୍କ ଦ୍ୱାରା ଗୌରବାନ୍ୱିତ ହୋଇ ସ୍ୱର୍ଗଦୂତମାନଙ୍କ ସହ ପୁନର୍ବାର ଆସିବେ। ସେତେବେଳେ ସେ ପ୍ରତ୍ୟେକକୁ ତା’ର କୃତକର୍ମ ଅନୁସରେ ଫଳ ଦେବେ। Viz kapitolaପବିତ୍ର ବାଇବଲ27 ମନୁଷ୍ୟପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ୱର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ୟପୁତ୍ର ପ୍ରତ୍ୟେକ ଲୋକକୁ ତା'ର କର୍ମ ଅନୁସାରେ ଫଳ ଦେବେ। Viz kapitola |