ମାଥିଉ 16:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।” ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ଵେଷଣ କରନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ। ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ପ୍ରସ୍ଥାନ କଲେ। Viz kapitolaଓଡିଆ ବାଇବେଲ4 ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ । ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)4 ଏ ଯୁଗର ଲୋକମାନେ କେଡ଼େ ଭ୍ରଷ୍ଟ ଓ ଈଶ୍ୱର ଅବିଶ୍ୱାସୀ! ତୁମେ ଗୋଟିଏ ଅଲୌକିକ କାର୍ଯ୍ୟ କରିବାରୁ କହୁଛ? କିନ୍ତୁ ଯୂନସଙ୍କ ଚୀବନରେ ଘଟିଥିବା ଆଶ୍ଚର୍ଯ୍ୟ କ୍ରିୟା ଛାଡ଼ା ଅନ୍ୟ କୌଣସି ଅଲୌକିକ କାର୍ଯ୍ୟ ତୁମେ ମୋ’ଠାରେ ଦେଖିବ ନାହିଁ।” ଏହା କହି ଯୀଶୁ ସେମାନଙ୍କୁ ଛାଡ଼ି ଜାଲିଗଲେ। Viz kapitolaପବିତ୍ର ବାଇବଲ4 ମନ୍ଦ ଓ ପାପୀ ଲୋକ ହିଁ ପ୍ରମାଣ ଚିହ୍ନ ସ୍ୱରୂପ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। ଏଭଳି ଲୋକଙ୍କୁ ଯୂନସଙ୍କ ଚିହ୍ନ ବ୍ୟତୀତ ଅନ୍ୟ କୌଣସି ଚିହ୍ନ ଦିଆ ଯିବ ନାହିଁ।” ତା'ପରେ ଯୀଶୁ ସେମାନଙ୍କୁ ସେଠାରେ ଛାଡ଼ି ଗ୍ଭଲିଗଲେ। Viz kapitola |