ମାଥିଉ 16:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୋଟୀ ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି। Viz kapitolaଓଡିଆ ବାଇବେଲ7 ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)7 ସେମାନେ ନିଜ ନିଜ ଭିତରେ ଆଲୋଚନା କରି କହିଲେ, “ଆମେ ରୋଟୀ ଆଣି ନ ଥିବାରୁ ସେ ଏକଥା କହୁଛନ୍ତି।” Viz kapitolaପବିତ୍ର ବାଇବଲ7 ଶିଷ୍ୟମାନେ ନିଜ ନିଜ ଭିତରେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ବୋଧହୁଏ ଆମ୍ଭେ ରୋଟୀ ନ ଆଣିଥିବାରୁ ସେ ଏପରି କହିଲେ।” Viz kapitola |