Online Bible

- Reklamy -




ମାଥିଉ 17:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୃଗୀରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି।

Viz kapitola kopírovat

ଓଡିଆ ବାଇବେଲ

15 ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 “ପ୍ରଭୁ, ମୋ’ ପୁଅକୁ ଦୟା କରନ୍ତୁ। ମୂର୍ଚ୍ଛାରୋଗ ପ୍ରକୋପରେ ସେ ଅନେକ ଥର ନିଆଁ ବା ପାଣିରେ ପଡ଼ିଯାଏ।

Viz kapitola kopírovat

ପବିତ୍ର ବାଇବଲ

15 ସେ କହିଲା, “ପ୍ରଭୁ, ମୋର ପୁଅ ଉପରେ ଦୟା କର। ସେ ମୂର୍ଚ୍ଛା ରୋଗରେ ବଡ଼ କଷ୍ଟ ପାଉଛି। ଅନେକ ସମୟରେ ସେ ନିଆଁରେ କିମ୍ବା ପାଣିରେ ପଡ଼ି ଯାଉଛି।

Viz kapitola kopírovat




ମାଥିଉ 17:15

Následuj nás:

Reklamy


Reklamy