Online Bible

- Reklamy -




ମାଥିଉ 17:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆପଣଙ୍କର ଇଚ୍ଛା ହେଲେ ମୁଁ ଏଠାରେ ତିନୋଟି କୁଟୀର ନିର୍ମାଣ କରିବି, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆପଣଙ୍କର ଇଚ୍ଛା ହେଲେ ମୁଁ ଏଠାରେ ତିନୋଟି କୁଟୀର ନିର୍ମାଣ କରିବି, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ।

Viz kapitola kopírovat

ଓଡିଆ ବାଇବେଲ

4 ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆପଣଙ୍କର ଇଚ୍ଛା ହେଲେ ମୁଁ ଏଠାରେ ତିନୋଟି କୁଟୀର ନିର୍ମାଣ କରିବି, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

4 ପିତର ଯୀଶୁଙ୍କୁ କହିଲେ, “କେଡ଼େ’ ସୁଖର କଥା, ଆଜି ଆମେ ଏଠାରେ ଅଛୁ। ଆପଣ ଯଦି ଇଚ୍ଛାକରନ୍ତୁି, ଏଠାରେ ମୁଁ ତିନୋଟି କୁଟୀର ନିର୍ମାଣ କରିବି। ଗୋଟିଏ ଆପଣଙ୍କ ପାଇଁ, ଅନ୍ୟ ଦୁଇଟି ମୋଶା ଓ ଏଲିୟଙ୍କ ପାଇଁ।”

Viz kapitola kopírovat

ପବିତ୍ର ବାଇବଲ

4 ଏହା ଦେଖି ପିତର ଯୀଶୁଙ୍କୁ କହିଲେ, “ହେ ପ୍ରଭୁ, ଭଲ ହେଲା ଯେ, ଆମ୍ଭେ ଏଠାରେ ଅଛୁ। ଆପଣ ଗ୍ଭହିଁଲେ ମୁଁ ଏଠାରେ ତିନୋଟି ତମ୍ବୁ ଟାଣି ଦେବି। ସେଥିରୁ ଗୋଟିଏ ଆପଣଙ୍କ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।”

Viz kapitola kopírovat




ମାଥିଉ 17:4

Následuj nás:

Reklamy


Reklamy