ମାଥିଉ 18:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେମାନେ କଅଣ ମନେ କଲ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କଅଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେମାନେ କଅଣ ମନେ କର? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ବଣା ହୋଇଯାଏ, ତେବେ କଅଣ ଅନେଶ୍ଵତକୁ ପର୍ବତରେ ଛାଡ଼ି ସେ ଯାଇ ସେହି ବଣା ହୋଇଥିବା ମେଣ୍ଢାଟି ଖୋଜେ ନାହିଁ? Viz kapitolaଓଡିଆ ବାଇବେଲ12 ତୁମ୍ଭେମାନେ କ'ଣ ମନେ କଲ ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କ'ଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)12 “ତୁମେ କ’ଣ ଭାବୁଛ, ଯଦି ଜଣେ ଲୋକର ଶହେ ମେଣ୍ଢା ଥାଏ ଏବଂ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ କ’ଣ କରିବ? ଅନେଶତଟି ମେଣ୍ଢାଙ୍କୁ ପାହାଡ଼ ପାଖରେ ଚରିବାକୁ ଛାଡ଼ିଦେଇ ସେହି ହଜିଥିବା ମେଣ୍ଢାଟିକୁ ଖୋଜିବାକୁ ବାହାରିବ। Viz kapitolaପବିତ୍ର ବାଇବଲ12 “ଯଦି କୌଣସି ଲୋକର ଶହେଟି ମେଣ୍ଢା ଥା’ନ୍ତି, କିନ୍ତୁ ସେଥିରୁ ଗୋଟିଏ ହିଜିଯାଏ, ତେବେ ସେହି ଲୋକଟି ତା'ର ବାକି ଅନେଶ୍ୱତ ମେଣ୍ଢାଙ୍କୁ ପାହାଡ଼ ଉପରେ ଛାଡ଼ିଦେଇ ହଜିଯାଇଥିବା ମେଣ୍ଢାକୁ ଖୋଜିବାକୁ ଯିବ ନାହିଁ କି? ତୁମ୍ଭେ କ’ଣ ଭାବ? Viz kapitola |