Online Bible

- Reklamy -




ମାଥିଉ 18:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆଉ ଯଦି ସେ ତାହାକୁ ପାଏ, ତାହା ହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶ୍ଵତଟି ବଣା ହୋଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ।

Viz kapitola kopírovat

ଓଡିଆ ବାଇବେଲ

13 ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି,ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ଯେତେବେଳେ ସେ ତାକୁ ପାଏ, ହଜି ନ ଥିବା ଅନେଶତଟି ମେଣ୍ଢା ପାଇଁ ତା’ର ଯେତିକି ଆନନ୍ଦ, ଏହି ଗୋଟିକ ମେଣ୍ଢା ପାଇଁ ତା’ଠାରୁ ଅଧିକ ଆନନ୍ଦିତ ହୁଏ।

Viz kapitola kopírovat

ପବିତ୍ର ବାଇବଲ

13 ମୁଁ ତୁମ୍ଭକୁ ସତ୍ୟ କହୁଛି। ଯଦି ସେ ମେଣ୍ଢାଟି ଖୋଜି ପାଇଯାଏ ତେବେ ନ ହଜିଥିବା ଅନେଶ୍ୱତ ମେଣ୍ଢାଙ୍କ ଅପେକ୍ଷା ମିଳିଯାଇଥିବା ମେଣ୍ଢା ପାଇଁ ସେ ଅଧିକ ଖୁସୀ ହେବ।

Viz kapitola kopírovat




ମାଥିଉ 18:13

Následuj nás:

Reklamy


Reklamy