Online Bible

- Reklamy -




ମାଥିଉ 18:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ଯଦି ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୁଦୀ ଓ କରଗ୍ରାହୀ ପରି ହେଉ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ତଳୀକି କୁହ, ଆଉ ଯଦି ସେ ମଣ୍ତଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ବିଜାତୀୟ ଓ କରଗ୍ରାହୀ ପରି ହେଉ।

Viz kapitola kopírovat

ଓଡିଆ ବାଇବେଲ

17 ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୂଦୀ ଓ କରଗ୍ରାହୀ ପରି ହେଉ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ତେବେ ମଧ୍ୟ ଯଦି ସେ ତୁମ କଥାକୁ ଭ୍ରୁକ୍ଷେପ କରେ ନାହିଁ, ଏହି ବିଷୟ ଉପାସକ ମଣ୍ଡଳୀକୁ ଜଣାଇ ଦିଅ। ପରିଶେଷରେ ସେ ଯଦି ମଣ୍ଡଳୀ କଥା ମଧ୍ୟ ଶୁଣିବ ନାହିଁ, ତେବେ ତାକୁ ଜଣେ କରଆଦାୟକାରୀ ବା ଜଣେ ବିଜାତୀୟ ବୋଲି ମନେ କରି ତା’ ସହିତ ସମ୍ପର୍କ ତୁଟାଇ ଦିଅ।

Viz kapitola kopírovat

ପବିତ୍ର ବାଇବଲ

17 ଯଦି ସେ ଲୋକ ସେମାନଙ୍କ କଥା ମଧ୍ୟ ଶୁଣିବାକୁ ମନା କରିଦିଏ, ତେବେ ମଣ୍ଡଳୀକୁ କୁହ। ଯଦି ସେ ଲୋକ ମଣ୍ଡଳୀ କଥା ନ ଶୁଣେ, ତେବେ ପରମେଶ୍ୱରଙ୍କୁ ବିଶ୍ୱାସ କରୁ ନ ଥିବା ଲୋକ କିମ୍ବା ଜଣେ କରଆଦାୟକାରୀକୁ ଯେଭଳି ବ୍ୟବହାର କରାଯାଏ, ତାହାକୁ ସେହିଭଳି ବ୍ୟବହାର କର।

Viz kapitola kopírovat




ମାଥିଉ 18:17

Následuj nás:

Reklamy


Reklamy