ମାଥିଉ 18:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେତେବେଳେ ପିତର ତାହାଙ୍କ ପାଖକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋʼ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? Viz kapitolaଓଡିଆ ବାଇବେଲ21 ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି ? Viz kapitolaପବିତ୍ର ବାଇବଲ (CL) NT (BSI)21 ଦିନେ ପିତର ଆସି ଯୀଶୁଙ୍କୁ ପଚାରିଲେ, “ପ୍ରଭୁ, ଜଣେ ଭାଇ ମୋ’ ବିରୁଦ୍ଧରେ ବାରମ୍ବାର ଦୋଷ କରୁଥିଲେ, ତାକୁ ମୁଁ କେତେଥର କ୍ଷମା କରିବି? କ’ଣ ସାତଥର ଯାଏ?” Viz kapitolaପବିତ୍ର ବାଇବଲ21 ତା'ପରେ ପିତର ଯୀଶୁଙ୍କ ପାଖକୁ ଯାଇ ପଗ୍ଭରିଲେ, “ପ୍ରଭୁ, ମୋ’ ଭାଇ ଯଦି ମୋ’ ନିକଟରେ ବାରମ୍ବାର ଅପରାଧ କରେ, ତେବେ ମୁଁ ତାକୁ କେତେଥର ପର୍ଯ୍ୟନ୍ତ କ୍ଷମା ଦେବି? ମୁଁ କ’ଣ ତାକୁ ସାତଥର ପର୍ଯ୍ୟନ୍ତ କ୍ଷମା ଦେବି?” Viz kapitola |