ମାଥିଉ 18:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡକାଇ କହିଲେ ‘ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି; Viz kapitolaପବିତ୍ର ବାଇବଲ (Re-edited) - (BSI)32 ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡକାଇ କହିଲେ, ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି; Viz kapitolaଓଡିଆ ବାଇବେଲ32 ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡ଼କାଇ କହିଲେ ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି; Viz kapitolaପବିତ୍ର ବାଇବଲ (CL) NT (BSI)32 ରାଜା ପ୍ରଥମ କର୍ମଚାରୀଙ୍କୁ ଡ଼କାଇ କହିଲେ, ‘ଆରେ ଅଯୋଗ୍ୟ ଦାସ, ତୁ ଗୁହାରି କରିବାରୁ ମୁଁ ତୋର ସବୁ ଋଣ ଛାଡ଼ କରିଦେଲି। Viz kapitolaପବିତ୍ର ବାଇବଲ32 “ତା'ପରେ ମାଲିକ ପ୍ରଥମ ଗ୍ଭକରକୁ ଡାକି କହିଲେ, ‘ରେ ଦୁଷ୍ଟ ଗ୍ଭକର! ତୁ ମୋ'ଠାରୁ ବହୁତ ଅଧିକ ଧନ ଋଣ କରିଥିଲୁ, କିନ୍ତୁ ତୁ ମୋତେ ଦୟା ଭିକ୍ଷା କରିଥିଲୁ। ଏଣୁ ତୋର ସମସ୍ତ ଋଣ ମୁଁ ଛାଡ଼ କରିଦେଲି। Viz kapitola |