Online Bible

- Reklamy -




ମାଥିଉ 18:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, ଦୁଇ ହସ୍ତ ଓ ଦୁଇ ପାଦ ଘେନି ଅନ; ଅଗ୍ନିରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।

Viz kapitola kopírovat

ଓଡିଆ ବାଇବେଲ

8 ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 “ଯଦି ତୁମର ହାତ ବା ପାଦ ଯୋଗୁଁ ତୁମେ ବିଶ୍ୱାସ ହରାଅ, ତେବେ ତାକୁ କାଟି ଫୋପାଡ଼ି ଦିଅ। ଦୁଇଟି ହାତ ଓ ଦୁଇଟି ପାଦ ଥାଇ ଚିର ଜ୍ୱଳନ୍ତ ଅଗ୍ନିରେ ନିକ୍ଷିୟ ହେବାଠାରୁ ଗେଟିଏ ହାତ ବା ଗୋଟିଏ ପାଦବିହୀନ ହୋଇ ଅନନ୍ତ ଜୀବନରେ ପ୍ରବେଶ କରିବା ଶ୍ରେୟସ୍ଳର।

Viz kapitola kopírovat

ପବିତ୍ର ବାଇବଲ

8 “ଯଦି ତୁମ୍ଭର ହାତ କିମ୍ବା ପାଦ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଟି ଫିଙ୍ଗିଦିଅ। ଦୁଇ ହାତ ଓ ଦୁଇ ଗୋଡ଼ ଥାଇ ଚିରକାଳ ଜଳୁଥିବା ନର୍କର ନିଆଁରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ହାତ କିମ୍ବା ଗୋଡ଼ ନ ଥାଇ ଅନନ୍ତ ଜୀବନ ମଧ୍ୟରେ ପ୍ରବେଶ କରିବା ତୁମ୍ଭ ପାଇଁ ଭଲ।

Viz kapitola kopírovat




ମାଥିଉ 18:8

Následuj nás:

Reklamy


Reklamy