ମାଥିଉ 18:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭ ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ଘେନି ଅଗ୍ନିମୟ ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। Viz kapitolaଓଡିଆ ବାଇବେଲ9 ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । Viz kapitolaପବିତ୍ର ବାଇବଲ (CL) NT (BSI)9 “ତୁମ ଆଖି ଲାଗି ଯଦି ତୁମର ସ୍ଖଳନ ଘଟେ, ତାକୁ ଉପାଡ଼ି ଫୋପାଡ଼ି ଦିଅ। ଦୁଇଟି ଆଖି ଥାଇ ନରକାଗ୍ନିର ନିକ୍ଷିପ୍ତ ହେବାଠାରୁ ଗେଟିଏ ଆଖି ନେଇ ଅନନ୍ତ ଜୀବନରେ ପ୍ରବେଶ କରିବା ଶ୍ରେୟସ୍ଳର। Viz kapitolaପବିତ୍ର ବାଇବଲ9 ଯଦି ତୁମ୍ଭର ଆଖିଟିଏ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଢ଼ି ଫିଙ୍ଗିଦିଅ। ତୁମ୍ଭର ଦୁଇଟି ଯାକ ଆଖି ଥାଇ ତୁମ୍ଭକୁ ନର୍କର ନିଆଁରେ ଫିଙ୍ଗି ଦିଆଯିବା ଅପେକ୍ଷା ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ତୁମ୍ଭ ପାଇଁ ଭଲ। Viz kapitola |