ମାଥିଉ 19:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଶିଷ୍ୟମାନେ ତାହାଙ୍କୁ କହିଲେ, ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ, ତେବେ ବିବାହ କରିବା ଭଲ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଶିଷ୍ୟମାନେ ତାହାଙ୍କୁ କହିଲେ, ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ, ତେବେ ବିବାହ କରିବା ଭଲ ନୁହେଁ। Viz kapitolaଓଡିଆ ବାଇବେଲ10 ଶିଷ୍ୟମାନେ ତାହାଙ୍କୁ କହିଲେ, ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ, ତେବେ ବିବାହ କରିବା ଭଲ ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)10 ଯୀଶୁଙ୍କ ଶିଷ୍ୟମାନେ କହିଲେ, “ସ୍ୱାମୀ ସ୍ତ୍ରୀ ମଧ୍ୟରେ ଯଦି ଏପରି ସମ୍ପର୍କ ରହିବା କଥା, ତେବେ ବିବାହ ନ କରିବା ଶ୍ରେୟସ୍କର।” Viz kapitolaପବିତ୍ର ବାଇବଲ10 ଶିଷ୍ୟମାନେ ଯୀଶୁଙ୍କୁ କହିଲେ, “ଯଦି ଜଣେ ପୁରୁଷ କେବଳ ଗୋଟିଏ ମାତ୍ର କାରଣ ପାଇଁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପାରିବ, ତେବେ ବିବାହ ନ କରିବା ବରଂ ଭଲ।” Viz kapitola |