ମାଥିଉ 19:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ଯୀଶୁ କହିଲେ, “ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।” Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ଯୀଶୁ କହିଲେ, ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋʼ ନିକଟକୁ ଆସିବାକୁ ମନା କର ନାହିଁ, କାରଣ ସ୍ଵର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର। Viz kapitolaଓଡିଆ ବାଇବେଲ14 କିନ୍ତୁ ଯୀଶୁ କହିଲେ, ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର । Viz kapitolaପବିତ୍ର ବାଇବଲ (CL) NT (BSI)14 କିନ୍ତୁ ଯୀଶୁ କହିଲେ, “ଶିଶୁମାନଙ୍କୁ ମୋ’ ପାଖକୁ ଆସିବାକୁ ଦିଅ। ସେମାନଙ୍କୁ ବାଧା ଦିଅ ନାହିଁ। କାରଣ ଏମାନେ ସ୍ୱର୍ଗରାଜ୍ୟର ଅଧିକାରୀ।” Viz kapitolaପବିତ୍ର ବାଇବଲ14 ଯୀଶୁ କହିଲେ, “ପିଲାମାନଙ୍କୁ ମୋ’ ପାଖକୁ ଆସିବାକୁ ଦିଅ। ସେମାନଙ୍କୁ ଅଟକାଅ ନାହିଁ, କାରଣ ଯେଉଁମାନେ ଠିକ୍ ଏହି ପିଲାମାନଙ୍କ ଭଳି ଅଟନ୍ତି ସ୍ୱର୍ଗରାଜ୍ୟ ସେହିମାନଙ୍କର।” Viz kapitola |