ମାଥିଉ 19:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର। Viz kapitolaଓଡିଆ ବାଇବେଲ21 ଯୀଶୁ ତାହାଙ୍କୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର । Viz kapitolaପବିତ୍ର ବାଇବଲ (CL) NT (BSI)21 ଯୀଶୁ ତାକୁ ଉତ୍ତର ଦେଲେ, “ଯଦି ତୁମେ ସିଦ୍ଧ ହେବାକୁ ଚାହଁ, ଯାଅ, ତୁମର ସବୁ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବମାନଙ୍କୁ ଦାନ କରିଦିଅ। ତା’ହେଲେ ତୁମେ ସ୍ୱର୍ଗରେ ଧନ ଲାଭ କରିବ। ଏସବୁ କରିସାରି ମୋ’ ପଛେ ପଛେ ଆସ।” Viz kapitolaପବିତ୍ର ବାଇବଲ21 ଯୀଶୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଗ୍ଭହୁଁଛ, ତେବେ ଯାଅ ଏବଂ ତୁମ୍ଭ ପାଖରେ ଥିବା ସବୁକିଛି ବିକି ସେ ଧନ ଗରିବମାନଙ୍କୁ ବାଣ୍ଟିଦିଅ। ତା'ହେଲେ ସ୍ୱର୍ଗରେ ତୁମ୍ଭକୁ ଅପାର ଧନ ମିଳି ପାରିବ। ତା'ପରେ ଆସ ଓ ମୋର ଅନୁସରଣ କର।” Viz kapitola |