ମାଥିଉ 19:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ ଏ କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା। Viz kapitolaଓଡିଆ ବାଇବେଲ22 କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)22 ଯୁବକଟି ଏହା ଶୁଣି ବିଷଣ୍ଣ ହୋଇ ଚାଲିଗଲା, କାରଣ ସେ ବଡ଼ ଧନୀ ଥିଲା। Viz kapitolaପବିତ୍ର ବାଇବଲ22 ଯୁବକଟି ଏ କଥା ଶୁଣିବା ପରେ ବହୁତ ଦୁଃଖ କଲା। ସେ ବହୁତ ଧନୀ ଥିଲା ଓ ନିଜର ଧନ ପାଖରେ ରଖିବାକୁ ଗ୍ଭହୁଁଥିଲା। ତେଣୁ ସେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲା। Viz kapitola |