ମାଥିଉ 19:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କଅଣ ପାଇବା? Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କଅଣ ପାଇବା? Viz kapitolaଓଡିଆ ବାଇବେଲ27 ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କ'ଣ ପାଇବା ? Viz kapitolaପବିତ୍ର ବାଇବଲ (CL) NT (BSI)27 ଏହା ଶୁଣି ପିତର କହିଲେ, “ଦେଖନ୍ତୁ, ଆମେ ସବୁ ଛାଡ଼ି ଆପଣଙ୍କ ପଛରେ ଆସିଛୁ। ଆମେ କ’ଣ ପାଇବା?” Viz kapitolaପବିତ୍ର ବାଇବଲ27 ତା'ପରେ ପିତର କହିଲେ, “ଆମ୍ଭର ଯାହାକିଛି ଥିଲା, ଆମ୍ଭେ ସେ ସବୁ ଛାଡ଼ି ଦେଇଛୁ ଏବଂ ତୁମ୍ଭର ଅନୁସରଣ କରିଛୁ। ତା'ହେଲେ ଆମ୍ଭେ କ’ଣ ପାଇବୁ?” Viz kapitola |