Online Bible

- Reklamy -




ମାଥିଉ 19:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ଵାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ଵାଦଶ ଗୋଷ୍ଠୀକି ଶାସନ କରିବ।

Viz kapitola kopírovat

ଓଡିଆ ବାଇବେଲ

28 ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲରେ ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ଯୀଶୁ ଉତ୍ତର ଦେଲେ, “ଏକଥା ନିଶ୍ଚିତ ବୋଲି ଜାଣିବ, ନୂତନ ଯୁଗରେ ଯେତେବେଳେ ମନୁଷ୍ୟପୁତ୍ର ତାଙ୍କର ଗୌରବୋଜ୍ଜ୍ୱଳ ସିଂହାସନରେ ବସିବେ, ସେତେବେଳେ ମୋର ଏହି ବାର ଶିଷ୍ୟ ମଧ୍ୟ ବାରଟି ସିଂହାସନରେ ବସି ଇଶ୍ରାୟେଲର ବାର ଗୋଷ୍ଠୀ ଉପରେ ରାଜତ୍ୱ କରିବେ।

Viz kapitola kopírovat

ପବିତ୍ର ବାଇବଲ

28 ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ନୂତନ ଜଗତ ସୃଷ୍ଟି ହେଲେ ମନୁଷ୍ୟପୁତ୍ର ତାହାଙ୍କର ମହାନ ସିଂହାସନ ପାଖରେ ବସିବେ ଓ ତୁମ୍ଭେମାନେ ମଧ୍ୟ ଯେଉଁମାନେ ମୋତେ ଅନୁସରଣ କରୁଛ, ସିଂହାସନ ପାଖରେ ବସିବ। ତୁମ୍ଭେମାନେ ବାରଟି ସିଂହାସନ ଉପରେ ବସିବ ଏବଂ ଇସ୍ରାଏଲର ବାରଟି ବଂଶର ଲୋକମାନଙ୍କର ବିଗ୍ଭର କରିବ।

Viz kapitola kopírovat




ମାଥିଉ 19:28

Následuj nás:

Reklamy


Reklamy