Online Bible

- Reklamy -




ମାଥିଉ 2:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦିୟା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୁଦା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ଵପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ

Viz kapitola kopírovat

ଓଡିଆ ବାଇବେଲ

22 ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 କିନ୍ତୁ ହେରୋଦଙ୍କ ପରେ ତାଙ୍କ ପୁତ୍ର ଆରଖିଲାୟ, ଇହୁଦାର ରାଜା ହୋଇଛନ୍ତି ଶୁଣି ସେ ସେଠାକୁ ଯିବାକୁ ଭୟ କଲେ।

Viz kapitola kopírovat

ପବିତ୍ର ବାଇବଲ

22 କିନ୍ତୁ ଯୋଷେଫ ଶୁଣିଲେ ଯେ, ହେରୋଦଙ୍କ ମୃତ୍ୟୁ ପରେ ତାହାଙ୍କ ପୁଅ ଆର୍ଖିଲାୟ ଯିହୂଦାରେ ରାଜା ହୋଇଛନ୍ତି। ତେଣୁ ସେ ସେଠାକୁ ଯିବାକୁ ଭୟ କଲେ। କିନ୍ତୁ ପରମେଶ୍ୱରଙ୍କଠାରୁ ସ୍ୱପ୍ନରେ ଆଦେଶ ପାଇ ଯୋଷେଫ ଗାଲିଲୀ ପ୍ରଦେଶକୁ ଗଲେ।

Viz kapitola kopírovat




ମାଥିଉ 2:22

Následuj nás:

Reklamy


Reklamy