ମାଥିଉ 20:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 କାରଣ ସ୍ଵର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ପ୍ରଭାତ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ। Viz kapitolaଓଡିଆ ବାଇବେଲ1 କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)1 “ସ୍ୱର୍ଗରାଜ୍ୟ କିପରି, ଏହାର ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଲୋକ ଦିନେ ଭୋର୍ରୁ ତା’ର ଦ୍ରାକ୍ଷା କ୍ଷେତରେ କାମ କରିବା ପାଇଁ ମୂଲିଆ ଖୋଜିବାକୁ ବାହାରିଲା। Viz kapitolaପବିତ୍ର ବାଇବଲ1 “ସ୍ୱର୍ଗରାଜ୍ୟ ଜଣେ ଜମିଦାରଙ୍କ ଭଳି। ଜମିଦାରଙ୍କର କେତେକ ଦ୍ରାକ୍ଷା ବଗିଗ୍ଭ ଥିଲା। ଦିନେ ବଡ଼ି ସକାଳୁ ସେ ତାହାଙ୍କ ଦ୍ରାକ୍ଷାବଗିଗ୍ଭରେ କାମ କରିବା ପାଇଁ ଅନ୍ୟ କେତେକ ଶ୍ରମିକ ଆଣିବାକୁ ବାହାରିଗଲେ। Viz kapitola |