Online Bible

- Reklamy -




ମାଥିଉ 20:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ପ୍ରଥମେ ଲଗାଯାଇଥିବା ମୂଲିଆମାନେ ଆସି ଅଧିକ ପାଇବେ ବୋଲି ମନେ କଲେ; ମାତ୍ର ସେମାନେ ମଧ୍ୟ ଏକ ଦିନର ମୂଲ ଲେଖାଏଁ ପାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ପ୍ରଥମେ ଲଗାଯାଇଥିବା ମୂଲିଆମାନେ ଆସି ଅଧିକ ପାଇବେ ବୋଲି ମନେ କଲେ; ମାତ୍ର ସେମାନେ ମଧ୍ୟ ଆଠ ଅଣା ଲେଖାଏଁ ପାଇଲେ।

Viz kapitola kopírovat

ଓଡିଆ ବାଇବେଲ

10 ପୁଣି, ପ୍ରଥମେ ଲଗାଯାଇଥିବା ମୂଲିଆମାନେ ଆସି ଅଧିକ ପାଇବେ ବୋଲି ମନେ କଲେ; ମାତ୍ର ସେମାନେ ମଧ୍ୟ ଏକ ଦିନର ମୂଲ ଲେଖାଏଁ ପାଇଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 ସୁତରାଂ ଯେଉଁମାନେ ପ୍ରଥମେ କାମ ଆରମ୍ଭ କରିଥିଲେ, ସେମାନେ ଭାବିଲେ, ସେମାନଙ୍କୁ ଅଧିକ ମଜୁରୀ ମିଳିବ। କିନ୍ତୁ ସେମାନେ ମଧ୍ୟ ଗୋଟିଏ ଗୋଟିଏ ରୌପ୍ୟମୁଦ୍ରା ପାଇଲେ।

Viz kapitola kopírovat

ପବିତ୍ର ବାଇବଲ

10 ଯେତେବେଳେ ଆଗ ଆସିଥିବା ଶ୍ରମିକମାନେ ଆସିଲେ, ସେମାନେ ଭାବିଥିଲେ ଯେ ସେମାନଙ୍କୁ କିଛି ଅଧିକ ମିଳିବ। କିନ୍ତୁ ସେମାନେ ମଧ୍ୟ ପ୍ରତ୍ୟେକ ଗୋଟିଏ କରି ରୌପ୍ୟମୁଦ୍ରା ପାଇଲେ।

Viz kapitola kopírovat




ମାଥିଉ 20:10

Následuj nás:

Reklamy


Reklamy