ମାଥିଉ 20:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ‘ଏହି ଶେଷର ଲୋକମାନେ ଘଣ୍ଟାଏ ମାତ୍ର କାମ କଲେ, ଆଉ ଆମ୍ଭେମାନେ ଦିନଯାକ ଖଟି ଖଟି ଖରାରେ ଜଳି ପୋଡ଼ିଗଲେ ସୁଦ୍ଧା ତୁମ୍ଭେ ସେମାନଙ୍କୁ ଆମ୍ଭମାନଙ୍କ ସମାନ କଲ।’ Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏହି ଶେଷର ଲୋକମାନେ ଘଣ୍ଟାଏମାତ୍ର କାମ କଲେ, ଆଉ ଆମ୍ଭେମାନେ ଦିନଯାକ ଖଟି ଖଟି ଖରାରେ ଜଳିପୋଡ଼ିଗଲେ ସୁଦ୍ଧା ତୁମ୍ଭେ ସେମାନଙ୍କୁ ଆମ୍ଭମାନଙ୍କ ସମାନ କଲ। Viz kapitolaଓଡିଆ ବାଇବେଲ12 ଏହି ଶେଷର ଲୋକମାନେ ଘଣ୍ଟାଏମାତ୍ର କାମ କଲେ, ଆଉ ଆମ୍ଭେମାନେ ଦିନଯାକ ଖଟି ଖଟି ଖରାରେ ଜଳିପୋଡ଼ିଗଲେ ସୁଦ୍ଧା ତୁମ୍ଭେ ସେମାନଙ୍କୁ ଆମ୍ଭମାନଙ୍କ ସମାନ କଲ । Viz kapitolaପବିତ୍ର ବାଇବଲ (CL) NT (BSI)12 ‘ଉପରଓଳି ପାଞ୍ଚଟାରେ କାମ ଆରମ୍ଭ କରିଥିବା ମୂଲିଆମାନେ ମୋଟେ ଘଣ୍ଟାଏ କାମ କରିଛନ୍ତି। ଆମେ ଏହି ପ୍ରଚଣ୍ଡ ଖରାରେ ଦିନଯାକ ଖଟିଲୁ, ଅଥଚ ମଜୁରୀ ଦେଲାବେଳେ ସେମାନଙ୍କୁ ଆମ ସହିତ ସମାନ କରିଦେଲେ।’ Viz kapitolaପବିତ୍ର ବାଇବଲ12 ସେମାନେ କହିଲେ, ‘ଶେଷରେ ଆସିଥିବା ଶ୍ରମିକମାନେ ମାତ୍ର ଗୋଟିଏ ଘଣ୍ଟା କାମ କରିଛନ୍ତି। ଆମ୍ଭେ ଖରାରେ ଦିନସାରା କଠିନ ପରିଶ୍ରମ କରିଛୁ। କିନ୍ତୁ ଆପଣ ସେମାନଙ୍କୁ ଯେତିକି ମଜୁରୀ ଦେଲେ, ଆମ୍ଭକୁ ମଧ୍ୟ ସେତିକି ମଜୁରୀ ଦେଲେ!’ Viz kapitola |