Online Bible

- Reklamy -




ମାଥିଉ 20:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ‘ଭାଇ, ତୋʼ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ଭାଇ, ତୋʼ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋʼ ସାଙ୍ଗରେ ଆଠ ଅଣାଟିଏ ଚୁକ୍ତି କରି ନ ଥିଲୁ?

Viz kapitola kopírovat

ଓଡିଆ ବାଇବେଲ

13 କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ଭାଇ, ତୋ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 “ମାଲିକ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଇ କହିଲେ, ‘ବନ୍ଧୁ! ମୁଁ ତୁମକୁ ଠକି ନାହିଁ। ଦିନକର ମଜୁରୀ ଗୋଟିଏ ମୁଦ୍ରା ନେଇ କାମ କରିବାକୁ ତୁମେ ସମସ୍ତେ ତ ରାଜି ହୋଇଥିଲ।

Viz kapitola kopírovat

ପବିତ୍ର ବାଇବଲ

13 “ଜମିଦାର ସେହି ଶ୍ରମିକମାନଙ୍କ ଭିତରୁ ଜଣକୁ କହିଲେ, ‘ବନ୍ଧୁ, ମୁଁ ତୁମ୍ଭ ପ୍ରତି ଅନ୍ୟାୟ କରି ନାହିଁ। ତୁମ୍ଭେ ଗୋଟିଏ ଗୋଟିଏ ରୌପ୍ୟମୁଦ୍ରା ନେଇ କାମ କରିବ ବୋଲି ମୋ’ ସାଙ୍ଗରେ ରାଜି ହୋଇ ନ ଥିଲ କି?

Viz kapitola kopírovat




ମାଥିଉ 20:13

Následuj nás:

Reklamy


Reklamy