ମାଥିଉ 20:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, Viz kapitolaପବିତ୍ର ବାଇବଲ (Re-edited) - (BSI)18 ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀ-ମାନଙ୍କ ହସ୍ତରେ ସମର୍ପିତ ହେବେ, Viz kapitolaଓଡିଆ ବାଇବେଲ18 ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, Viz kapitolaପବିତ୍ର ବାଇବଲ (CL) NT (BSI)18 “ଶୁଣ, ଆମେ ଯିରୂଶାଲମକୁ ଯାଉଛୁ। ସେଠାରେ ମନୁଷ୍ୟପୁତ୍ର ମୁଖ୍ୟ ଯାଜକ ଓ ଧର୍ମଗୁରୁମାନଙ୍କ ହାତରେ ସମର୍ପିତ ହେବେ। Viz kapitolaପବିତ୍ର ବାଇବଲ18 “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ମନୁଷ୍ୟପୁତ୍ରଙ୍କୁ ସେଠାରେ ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନଙ୍କ ହାତରେ ଦେଇ ଦିଆଯିବ। ସେମାନେ ତାହାଙ୍କୁ ମୃତ୍ୟୁଦଣ୍ଡ ଦେବାକୁ କହିବେ। Viz kapitola |