ମାଥିଉ 20:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଅଣଯିହୁଦୀମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ। Viz kapitolaପବିତ୍ର ବାଇବଲ (Re-edited) - (BSI)25 କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, ବିଜାତିମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ଵ କରନ୍ତି ଓ ମହାନ୍ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି, ଏହା ତୁମ୍ଭେମାନେ ଜାଣ। Viz kapitolaଓଡିଆ ବାଇବେଲ25 କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, ଅଣଯିହୂଦୀମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ । Viz kapitolaପବିତ୍ର ବାଇବଲ (CL) NT (BSI)25 ଯୀଶୁ ଶିଷ୍ୟମାନଙ୍କୁ ଏକତ୍ରିତ କରି କହିଲେ, “ତୁମେ ଜାଣ, ଏହି ଜଗତର ରାଜାମାନେ ଅନ୍ୟମାନଙ୍କ ଉପରେ ପ୍ରଭୁପଣ ବିସ୍ତାର କରିଥାନ୍ତି ଓ ବଡ଼ ବଡ଼ ନେତାମାନେ ମଧ୍ୟ ଅନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି। Viz kapitolaପବିତ୍ର ବାଇବଲ25 ଯୀଶୁ ସବୁ ଶିଷ୍ୟଙ୍କୁ ଏକାଠି ଡାକି କହିଲେ, “ତୁମ୍ଭେ ଜାଣ ଯେ, ଅଣଯିହୂଦୀ ଶାସକମାନେ ସେମାନଙ୍କ କ୍ଷମତା ଅନ୍ୟ ଲୋକଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି। ଆଉ ଏହା ମଧ୍ୟ ଜାଣ ଯେ, ସେମାନଙ୍କର ମହତ୍ତ୍ୱପୂର୍ଣ୍ଣ ନେତାମାନେ ସମାନଙ୍କର କର୍ତ୍ତୃତ୍ୱ ସେମାନଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି। Viz kapitola |