ମାଥିଉ 20:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟସ୍ଵରୂପ ପ୍ରାଣ ଦେବାକୁ ଆସିଅଛନ୍ତି। Viz kapitolaଓଡିଆ ବାଇବେଲ28 ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାଁନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)28 ଯେପରି ମନୁଷ୍ୟପୁତ୍ର ସେବା ପାଇବା ପାଇଁ ଆସି ନାହାନ୍ତି - ସେବା କରି ଅନ୍ୟମାନଙ୍କର ମୁକ୍ତି ପାଇଁ ନିଜର ପ୍ରାଣ ବିସର୍ଜନ କରିବାକୁ ଆସିଛନ୍ତି।” Viz kapitolaପବିତ୍ର ବାଇବଲ28 ମନୁଷ୍ୟପୁତ୍ରଙ୍କ କ୍ଷେତ୍ରରେ ତାହା ଏକା ଭଳି। ମନୁଷ୍ୟପୁତ୍ର ଅନ୍ୟମାନଙ୍କଠାରୁ ସେବା ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସେବା କରିବା ପାଇଁ ଆସିଅଛନ୍ତି। ମନୁଷ୍ୟପୁତ୍ର ଅନେକ ଲୋକଙ୍କ ମୁକ୍ତିର ମୂଲ୍ୟଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।” Viz kapitola |