ମାଥିଉ 20:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେମାନେ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେମାନେ ଯିରୀଖୋରୁ ବାହାରିଯିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ। Viz kapitolaଓଡିଆ ବାଇବେଲ29 ସେମାନେ ଯିରୀହୋରୁ ବାହାରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)29 ଦିନେ ଯୀଶୁ ଶିଷ୍ୟମାନଙ୍କ ସହିତ ଯିରୀହୋ ସହର ଛାଡ଼ି ଯିବାବେଳେ ଅନେକ ଲେଶକ ତାଙ୍କ ପଛେ ପଛେ ଚାଲିଲେ। Viz kapitolaପବିତ୍ର ବାଇବଲ29 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୀଖୋରୁ ଗଲାବେଳେ ବହୁ ସଂଖ୍ୟାରେ ଲୋକମାନେ ଯୀଶୁଙ୍କୁ ଅନୁସରଣ କରିବାକୁ ଲାଗିଲେ। Viz kapitola |