ମାଥିଉ 20:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ, କିନ୍ତୁ ସେମାନେ ଆହୁରି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ, କିନ୍ତୁ ସେମାନେ ଆହୁରି ଉଚ୍ଚ ସ୍ଵର କରି କହିଲେ, ହେ ପ୍ରଭୁ, ଦାଉଦ-ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ। Viz kapitolaଓଡିଆ ବାଇବେଲ31 ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ, କିନ୍ତୁ ସେମାନେ ଆହୁରି ଉଚ୍ଚ ସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)31 ଲୋକେ ସେମାନଙ୍କୁ ଧମକ ଦେଇ ତୁନି ହେବାକୁ କହିଲେ। କିନ୍ତୁ ସେମାନେ ଆହୁରି ପାଟି କରି କହିଲେ, “ହେ ଦାଉଦ ସନ୍ତାନ! ଆମକୁ ଦୟା କରନ୍ତୁ।” Viz kapitolaପବିତ୍ର ବାଇବଲ31 ଲୋକେ ସେମାନଙ୍କୁ ଧମକ ଦେଇ ଚୁପ୍ ରହିବାକୁ କହିଲେ। କିନ୍ତୁ ଅନ୍ଧ ଦୁଇଜଣ ଅଧିକରୁ ଅଧିକ ପାଟି କରି କହିଲେ, “ହେ ପ୍ରଭୁ, ହେ ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟାକର।” Viz kapitola |