ମାଥିଉ 20:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଆଉ, ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ତତ୍କ୍ଷଣାତ୍ ସେମାନେ ଦୃଷ୍ଟି ପାଇ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ34 ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)34 ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ। ସଙ୍ଗେ ସଙ୍ଗେ ସେମାନେ ଦୃଷ୍ଟି ଶକ୍ତି ପାଇଲେ ଏବଂ ଯୀଶୁଙ୍କ ପଛେ ପଛେ ଚାଲିଲେ। Viz kapitolaପବିତ୍ର ବାଇବଲ34 ଯୀଶୁଙ୍କ ମନରେ ସେମାନଙ୍କ ପାଇଁ ଦୟା ଆସିଲା। ସେ ସେମାନଙ୍କର ଆଖି ଛୁଇଁଦେଲେ, ଓ ସେମାନେ ତୁରନ୍ତ ଦେଖି ପାରିଲେ। ତା'ପରେ ସେମାନେ ଯୀଶୁଙ୍କୁ ଅନୁସରଣ କଲେ। Viz kapitola |